Masthead

ଡେରାସ ଡ୍ୟାମରେ ପର୍ଯ୍ୟଟକଙ୍କ ଲାଗି କରାଯିବ ଏହି ସୁବିଧା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ଡମପଡ଼ା ଅଭୟାରଣ୍ୟକୁ ଲାଗି ରହିଛି ଡେରାସ ଡ୍ୟାମ । ପର୍ଯ୍ୟଟନ ଋତୁ ଆସିଲେ ଏଠାରେ ଜମିଥାଏ ପର୍ଯ୍ୟଟକଙ୍କ ଭିଡ଼ । ଏହି ଡ୍ୟାମ ମଧ୍ୟ ଅନେକ ପର୍ଯଟକଙ୍କ ଆକର୍ଷିତ କରିଥାଏ । ବଣଭୋଜି କରିବା ଲାଗି ବର୍ଷତମାମ ଏଠାକୁ ପର୍ଯଟକମାନେ ଆସିଥାନ୍ତି । କରୋନା କଟକଣା ଲାଗି ଏବେ ପର୍ଯଟକଙ୍କ ସଂଖ୍ୟା କମିବାରେ ଲାଗିଛି । ସେପଟେ ପର୍ଯଟକଙ୍କୁ ଆକୃଷ୍ଟ କରିବା ଲାଗି ନୂଆବର୍ଷରୁ ବୋଟିଂ କରିବାର ସୁବିଧା କରାଯାଇଛି । ବୋଟିଂ ସୁବିଧା ଦେବା ପରେ ପର୍ଯଟକଙ୍କ ଭିଡ଼ ଜମିବ ବୋଲି ଆଶା ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା