Masthead

ଆପ ନେତାଙ୍କ ମଧ୍ୟରେ ନୈରାଶ୍ୟ, ସମସ୍ତ ବିଧାୟକଙ୍କୁ ଡକରା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନରେ ଆମ୍ ଆଦ୍‌ମୀ ପାର୍ଟିକୁ ଜୋରଦାର ଝଟକା ଲାଗିଛି । ଆପ୍ ଓ ମେଣ୍ଟ ସହଯୋଗୀ କଂଗ୍ରେସକୁ ଦିଲ୍ଲୀର ସମସ୍ତ ୭ ସିଟ୍‌ରେ ପରାଜୟର ସାମ୍ନା କରିବାକୁ ପଡିଛି । ଲୋକସଭା ନିର୍ବାଚନରେ ନିରାଶ ହେବା ପରେ ଆପ୍‌ରେ ହଟଚମଟ ସୃଷ୍ଟି ହୋଇଛି । ଆଜି ଦିଲ୍ଲୀର ସମସ୍ତ ବିଧାୟକ ଓ ପ୍ରମୁଖ ନେତାଙ୍କୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଘରକୁ ଡକାଯାଇଛି ।

ଆଜି ସନ୍ଧ୍ୟା ୫ ଟାରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ମହତ୍ତ୍ୱପୂର୍ଣ୍ଣ ବୈଠକ ହେବାକୁ ଯାଉଛି । ନିର୍ବାଚନ ଫଳାଫଳ ଆସିବା ପରେ ଦଳ ଏହି ବୈଠକ ଡାକିଛି । ବୈଠକରେ ବିଧାୟକଙ୍କ ବ୍ୟତୀତ ସମସ୍ତ ବଡ ନେତା ଉପସ୍ଥିତ ରହିବେ । ତେବେ ମିଳିଥିବା ସୂତ୍ରରୁ ଜଣାଯାଇଛି କେଜ୍ରିୱାଲଙ୍କ ଧର୍ମପତ୍ନୀ ସୁନୀତା କେଜ୍ରିୱାଲ ବୈଠକରେ ଅଧ୍ୟକ୍ଷତା କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ