Masthead

ପଞ୍ଚମୁଖୀ ହନୁମାନ ମନ୍ଦିର ଉଚ୍ଛେଦ

କଟକ (ବଡ଼ ଖବର ବ୍ୟୁରୋ): ବହୁ ବାଦ ବିବାଦ ପରେ ଏନଜିଟିର ନିର୍ଦେଶ କାର୍ଯ୍ୟକାରୀ ହେଲା । ମହାନଦୀ ଅଵବାହିକାର ରଟିଲୋ ଥିବା ପଞ୍ଚମୁଖୀ ହନୁମାନ ମନ୍ଦିର ପ୍ରଶାସନ ଉଛେଦ କରିଛି ।

କିଶନନଗର ତହସିଲର ରଟିଲୋ ପଞ୍ଚାୟତର ମହାନଦୀ ଅଵବାହିକରେ ଦୁଇ ଏକରରୁ ଅଧିକ ଜମିରେ ଥିବା ପଞ୍ଚମୁଖୀ ହନୁମାନ ମନ୍ଦିର,କମ୍ୟୁନିଟି ହଲ, ଓ ପାର୍କକୁ ଏନଜିଟିର ନିର୍ଦେଶରେ ପ୍ରଶାସନ ଆଜି ସକାଳେ ଉଚ୍ଛେଦ କରିଛି । ଦଶ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିବା ବେଳେ ସମଗ୍ର ଅଞ୍ଚଳରେ ପ୍ରଶାସନ ୧୪୪ ଧାରା ଗତକାଲି ସନ୍ଧ୍ୟାରୁ ଲାଗୁ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ