Masthead

ଜବର ଦଖଲ ଯୋଗୁ ବିକାଶ ବାଧାପ୍ରାପ୍ତ ହେଉଛି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ହଟିବ ଜବରଦଖଲ । ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସରକାରୀ ଜମି ଗୁଡିକ ମୁଖ୍ୟତଃ ବିକାଶ ଓ ସର୍ବସାଧାରଣ କଲ୍ୟାଣ କାର୍ଯ୍ୟ ନିମନ୍ତେ ବ୍ୟବହାର ହୁଏ।

ଜବର ଦଖଲ ଯୋଗୁ ବିକାଶ ବାଧାପ୍ରାପ୍ତ ହେଉଛି। ତେଣୁ ଏସବୁ ବେଆଇନ ଦଖଲ ତୁରନ୍ତ ହଟାଯିବା ଆବଶ୍ୟକ। ପ୍ରଚଳିତ ନିୟମ ଅନୁଯାୟୀ ଜବର ଦଖଲ ହଟିବା ପରେ ଏହାକୁ ବାଡ଼ ବସାଇ ଓ ଏଥିରେ ସମସ୍ତଙ୍କ ଦୃଷ୍ଟି ଗୋଚର ହେବା ଭଳି ସାଇନ୍ ବୋର୍ଡ ଲଗାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆ ଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି