Masthead

ଆଖଣ୍ଡଳମଣିଙ୍କ ପୀଠରେ ବିକାଶ ମୂଳକ କାର୍ଯ୍ୟ

ଭଦ୍ରକ(ବଡ଼ ଖବର ବ୍ୟୁରୋ): ଆଖଣ୍ଡଳମଣିଙ୍କ ପୀଠର ବିକାଶ ମୂଳକ କାର୍ଯ୍ୟ ପାଇଁ ୨ୟ ପ୍ରର୍ଯ୍ୟାୟରେ ଶିବଗଙ୍ଗା ପୁଷ୍କରଣୀ କୂଳରୁ ୧୯ଦୋକାନ ଗୃହ ଉଛେଦ ଜାରି । ରାଜ୍ୟର ପ୍ରମୁଖ ପ୍ରର୍ଯ୍ୟଟନସ୍ଥଳୀ ତଥା ବାବା ଆଖଣ୍ଡଳମଣିଙ୍କ ପୀଠର ବିକାଶମୂଳକ କାର୍ଯ୍ୟ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଇଛି ୬କୋଟି ଟଙ୍କା । ବାବାଙ୍କ ମନ୍ଦିରବେଢା ସମେତ ଶିବଗଙ୍ଗା ପୁଷ୍କରିଣୀର ଚତୁଃପାଶ୍ୱର୍କୁ ସୌନ୍ଦର୍ଯ୍ୟ କରଣ ପାଇଁ ଜିଲାପ୍ରଶାସନ ପକ୍ଷରୁ ହୋଇଥିଲା ବ୍ଲୁପ୍ରିଣ୍ଟ । ଉକ୍ତ ସ୍ଥାନରେ ବହୁ ଦୋକାନଗୃହ ରହିଥିବାରୁ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ପାଇଁ ବାଧକ ସାଜିଥିଲା । ପ୍ରଥମେ ମନ୍ଦିର ବେଢା ମଧ୍ୟରୁ ୨୦ଟି ଭୋଗ ଦୋକାନ ଉଛେଦ କରାଯାଇଥିବା ବେଳେ ଆଜି ଶିବଗଙ୍ଗା ପୁଷ୍କରିଣୀ କୂଳରେ ଥିବା ୧୯ଟି ଦୋକାନଗୃହକୁ ଉଛେଦ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ