Masthead

ମଲ୍ଲିକାଜୁର୍ନ ଖଡଗେ ନିଜ ଦଳ ଉପରେ ଦୃଷ୍ଟି ଦିଅନ୍ତୁ: ଦେବୀ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକର୍ଜୁନ ଖଡ଼ଗେଙ୍କୁ ବିଜେଡି ଉପସଭାପତି ଦେବୀ ମିଶ୍ରଙ୍କ ଟାର୍ଗେଟ । ମଲ୍ଲିକାଜୁର୍ନ ଖଡଗେ ନିଜ ଦଳ ଉପରେ ଦୃଷ୍ଟି ଦିଅନ୍ତୁ । ଓଡ଼ିଶାରେ ତାଙ୍କ ଦଳକୁ ସଜାଡନ୍ତୁ । ଓଡ଼ିଶାରେ କିଏ ଦ୍ୱିତୀୟ ରହିବ ସେ ନେଇ ବିଜେପି ଓ କଂଗ୍ରେସ ମଧ୍ୟରେ ଲଢେଇ । ବିଜେଡି ୧ନମ୍ବର ସ୍ଥାନରେ ଥିଲା ଓ ରହିବ । ବିଜେଡି ଏବେ ଏକ ବିଶାଳ ଦଳ ହୋଇରହିଛି । ୧୪୭ ନିର୍ବାଚନ ମଣ୍ଡଳୀର କର୍ମୀଙ୍କୁ ଦିଆ ଯାଉଥିବା ପ୍ରଶିକ୍ଷକ ଏବେ ଶେଷ ପର୍ଯ୍ୟାୟରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା