Masthead

ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ହେଲା ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ। ମଇଲମ ନୀତି ବେଳେ କେହି ଜଣେ ଭକ୍ତ ମହାପ୍ରଭୁଙ୍କ ସେବାୟଙ୍କୁ ଛୁଇଁ ଦେବାକୁ ମହାସ୍ନାନ କରାଯାଇଛି। ତେଣୁ ଶ୍ରୀମନ୍ଦିରରେ ମହାସ୍ନାନ ଚାଲୁଥିବାରୁ ସର୍ବସାଧାରଣ ଦର୍ଶନକୁ ବନ୍ଦ ରଖାଯାଇଛି। ଶ୍ରୀଜିଉଙ୍କ ମହାସ୍ନାନ୍ ସମ୍ପର୍ଣ୍ଣ ହେବା ପରେ ପୁର୍ନବାର ଆରମ୍ଭ ହେବ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ