Masthead

ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ହେଲା ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ। ମଇଲମ ନୀତି ବେଳେ କେହି ଜଣେ ଭକ୍ତ ମହାପ୍ରଭୁଙ୍କ ସେବାୟଙ୍କୁ ଛୁଇଁ ଦେବାକୁ ମହାସ୍ନାନ କରାଯାଇଛି। ତେଣୁ ଶ୍ରୀମନ୍ଦିରରେ ମହାସ୍ନାନ ଚାଲୁଥିବାରୁ ସର୍ବସାଧାରଣ ଦର୍ଶନକୁ ବନ୍ଦ ରଖାଯାଇଛି। ଶ୍ରୀଜିଉଙ୍କ ମହାସ୍ନାନ୍ ସମ୍ପର୍ଣ୍ଣ ହେବା ପରେ ପୁର୍ନବାର ଆରମ୍ଭ ହେବ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର