Masthead

ବଡ଼ ଓଷାରେ ଅଘଟଣ, ବାବା ଧବଳେଶ୍ୱରଙ୍କ କବାଟ ଭାଙ୍ଗିଲେ ଶ୍ରଦ୍ଧାଳୁ

କଟକ(ବଡ଼ ଖବର ବ୍ୟୁରୋ): ଦ୍ୱାର ଭାଙ୍ଗି ବାବା ଧବଳେଶ୍ୱରଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ । କାଲିଠୁ ଦର୍ଶନ ବନ୍ଦ ରହିଥିବାରୁ ଆଜି ଶ୍ରଦ୍ଧାଳୁ ମନ୍ଦିର ଭିତରକୁ ଧଶେଇ ପଶିଥିଲେ । ବଡ଼ ଓଷା ପାଇଁ ଧବଳେଶ୍ୱର ପୀଠରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି । ପ୍ରଶାସନ ଓ ସେବାୟତଙ୍କ ବିବାଦ ଯୋଗୁ ଆଜି ବଡ଼ ଓଷା ହୋଇପାରିବ କି ନାହିଁ ଆଶଙ୍କା ଦେଖାଦେଇଥିଲା ।

ଆଉ ଆଜି ଅସମ୍ଭାଳ ଭିଡ଼ ପୂଜକଙ୍କ ପ୍ରତିବାଦକୁ ନମାନି ମନ୍ଦିର ମୁଖ୍ୟଦ୍ୱାର କବାଟ ଭାଙ୍ଗି ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିଛନ୍ତି ଶ୍ରଦ୍ଧାଳୁ । ଗତକାଲି ପୂଜକ ସମିତି ଓ ପ୍ରଶାସନ ମଧ୍ୟରେ ବୈଠକ ବସିଥିଲା । ଏବଂ ତାହା ବିଫଳ ହୋଥିଲା । । ଗତକାଲି ବିଳମ୍ବିତ ବ୍ୟାରିକେଡ ଉତ୍ତର ପଟକୁ କରିବା ପାଇଁ ପୂଜକ ସମାଜ ଜିଦ୍ ଧରିଥିବା ବେଳେ ପ୍ରଶାସନ କିନ୍ତୁ ବ୍ୟାରିକେଡରେ କୌଣସି ପରିବର୍ତ୍ତନ କରିବା ପାଇଁ ମନାକରିଦେଇଥିଲା । ସେବାୟତ ଓ ପ୍ରଶାସନର ବିବାଦ ଯୋଗୁ ଠାକୁରଙ୍କ ଦର୍ଶନରୁ ବଞ୍ଚିତ ହୋଇଥିଲେ ଶ୍ରଦ୍ଧାଳୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ