Masthead

ଋଷିକୁଲ୍ୟା ନଦୀରେ ବୁଡ ପକାଇବା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ଆସିକା (ବଡ଼ ଖବର ବ୍ୟୁରୋ): ବିଶ୍ୱାସ ରହିଛି ପବିତ୍ର ନଦୀରେ ବୁଡ ପକାଇ ପିଣ୍ଡଦାନ କଲେ ପିତୃପୁରୁଷ ଶାନ୍ତି ହୋଇଥାନ୍ତି । ଏହି ବିଶ୍ୱାସକୁ ନେଇ ପ୍ରତିବର୍ଷ ପରି ଚଳିତ ବର୍ଷ ଋଷିକୁଲ୍ୟା ଓ ବଡନଦୀର ସଂଗମ ସ୍ଥଳ ଉତ୍ତରବାଙ୍କ ଠାରେ ଶ୍ରଦ୍ଧାଳୁମାନେ ବୁଡ ପକାଇଛନ୍ତି । ପିତୃ ପୁରୁଷଙ୍କ ଅସ୍ଥି ବିସର୍ଜନ ଓ ପିଣ୍ଡଦାନ କରିଛନ୍ତି । ରାତି ପାହିବା ପୂର୍ବରୁ ଲୋକାରଣ୍ୟ ହୋଇଯାଇଥିଲା ଉତ୍ତରବାଙ୍କ । ସୃଷ୍ଟି ହୋଇଥିଲା ଆଧ୍ୟାତ୍ମିକ ପରିବେଶ । ଶ୍ରଦ୍ଧାଳୁମାନଙ୍କ ସହ ଆସିଥିବା ପ୍ରଶାସନ ପକ୍ଷରୁ କୌଣସି ସୁବିଧା ସୁଯୋଗ କରାଯାଇନଥିବାରୁ ବର୍ଷା ଯୋଗୁ ଶ୍ରଦ୍ଧାଳୁମାନେ ନାହିଁ ନଥିବା ସମସ୍ୟା ଭୋଗିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି