Masthead

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ବିଭିନ୍ନ ସ୍ଥାନରେ ଡଙ୍ଗା ଭସାଇଲେ ଶ୍ରଦ୍ଧାଳୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆ..କା ମା ବୈ .. ପାନ ଗୁଆ ଥୋଇ, ପାନ ଗୁଆ ତୋର, ମାସକ ଧରମ ମୋର । ଆଜି ହେଉଛି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଏଥିପାଇଁ ଚଳଚଞ୍ଚଳ ସାରା ଓଡ଼ିଶା । ଭୋରୁ ଭୋରୁ ହଜାର ହଜାର ଶଦ୍ଧାଳୁ ଡଙ୍ଗା ଭସାଉଥିବା ଦେଖିବାକୁ ମିଳିଛି । ପୋଖରୀ, ନଦୀ, ସମୁଦ୍ରକୂଳରେ ସ୍ବତନ୍ତ୍ର ଆୟୋଜନ ହୋଇଛି ।

ଭୋରରୁ ମହିଳା ମାନେ କଦଳୀ ପାଟୁଆ, କାଗଜ, ସୋଲରେ ଡଙ୍ଗା ପ୍ରସ୍ତୁତ କରି ଭସାଇଛନ୍ତି । ଦୀପ, ଧୂପ ଦେବା ସହ ବନ୍ଦାଣ କରିଛନ୍ତି । ବର୍ଷ ବର୍ଷ ତଳେ ଓଡ଼ିଶାର ନୌବାଣିଜ୍ୟ ପରମ୍ପରାକୁ ଆଜି ମନେ ପକାଇଛନ୍ତି ସମସ୍ତେ । ପୁରୀ ବେଳାଭୂମି, ଭୁବନେଶ୍ୱର ବିନ୍ଦୁସାଗରରେ ଶ୍ରଦ୍ଧାଳକୁ ମାନେ ଭୋର ୪ ଟାରୁ ଉଠି ଶ୍ରଦ୍ଧାଳୁମାନେ ଡଙ୍ଗା ଭସାଇଛନ୍ତି ।ବିଶ୍ୱାସ ରହିଛି ବର୍ଷକରେ ଥରେ ଏହି ଦିନରେ ସ୍ନାନ କରି ଡଙ୍ଗା ଭସାଇଲେ ପୂନ୍ୟ ମିଳିଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ