ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ବିଭିନ୍ନ ସ୍ଥାନରେ ଡଙ୍ଗା ଭସାଇଲେ ଶ୍ରଦ୍ଧାଳୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆ..କା ମା ବୈ .. ପାନ ଗୁଆ ଥୋଇ, ପାନ ଗୁଆ ତୋର, ମାସକ ଧରମ ମୋର । ଆଜି ହେଉଛି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଏଥିପାଇଁ ଚଳଚଞ୍ଚଳ ସାରା ଓଡ଼ିଶା । ଭୋରୁ ଭୋରୁ ହଜାର ହଜାର ଶଦ୍ଧାଳୁ ଡଙ୍ଗା ଭସାଉଥିବା ଦେଖିବାକୁ ମିଳିଛି । ପୋଖରୀ, ନଦୀ, ସମୁଦ୍ରକୂଳରେ ସ୍ବତନ୍ତ୍ର ଆୟୋଜନ ହୋଇଛି ।

ଭୋରରୁ ମହିଳା ମାନେ କଦଳୀ ପାଟୁଆ, କାଗଜ, ସୋଲରେ ଡଙ୍ଗା ପ୍ରସ୍ତୁତ କରି ଭସାଇଛନ୍ତି । ଦୀପ, ଧୂପ ଦେବା ସହ ବନ୍ଦାଣ କରିଛନ୍ତି । ବର୍ଷ ବର୍ଷ ତଳେ ଓଡ଼ିଶାର ନୌବାଣିଜ୍ୟ ପରମ୍ପରାକୁ ଆଜି ମନେ ପକାଇଛନ୍ତି ସମସ୍ତେ । ପୁରୀ ବେଳାଭୂମି, ଭୁବନେଶ୍ୱର ବିନ୍ଦୁସାଗରରେ ଶ୍ରଦ୍ଧାଳକୁ ମାନେ ଭୋର ୪ ଟାରୁ ଉଠି ଶ୍ରଦ୍ଧାଳୁମାନେ ଡଙ୍ଗା ଭସାଇଛନ୍ତି ।ବିଶ୍ୱାସ ରହିଛି ବର୍ଷକରେ ଥରେ ଏହି ଦିନରେ ସ୍ନାନ କରି ଡଙ୍ଗା ଭସାଇଲେ ପୂନ୍ୟ ମିଳିଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’