ଧବଳେଶ୍ଵର ମନ୍ଦିରରେ ପୂଜକ ମାନଙ୍କ ଧର୍ମଘଟ

କଟକ (ବଡ଼ ଖବର ବ୍ୟୁରୋ):ଧବଳେଶ୍ଵର ମନ୍ଦିରରେ ପୂଜକ ମାନଙ୍କ ଧର୍ମଘଟ । ପୂଜକ ଓ ସେବାୟତ ମାନଙ୍କ ସହିତ କିଛି ଆଲୋଚନା ନକରି ସରକାର ନିୟମ ଲାଗୁ କରିବା,ବ୍ୟାରିକେଟ ବ୍ୟବସ୍ଥା ପାଇଁ ଭକ୍ତମାନେ ଅସୁବିଧାର ସମ୍ମୁଖୀନ ହେବା, ଭକ୍ତମାନେ ପୂଜକ ମାନଙ୍କ ପାଖକୁ ଯାଇ, ଯଥା ସମ୍ଭବ ପୂଜା କରି ନପାରିବା ।ସାଇକେଲ ଷ୍ଟାଣ୍ଡ ନିଲାମ ଦେବାରେ ବ୍ୟାପକ ଅନିୟମିତତା ଆଦି ପ୍ରସଙ୍ଗକୁ ନେଇ ଧବଳେଶ୍ୱରରେ ପୂଜକମାନେ ଧାରଣାରେ ବସିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ