Masthead

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ଡିଏଫଓଙ୍କୁ ଜେରା

ଗଜପତି (ବଡ଼ ଖବର ବ୍ୟୁରୋ): ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ଡିଏଫଓଙ୍କୁ ଜେରା । ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କ ଅଫିସରେ ପହଞ୍ଚିଛନ୍ତି ତଦନ୍ତକାରୀ ଟିମ । ଡିଏଫଓଙ୍କ ଅଫିସରେ ସୁରକ୍ଷା କଡାକଡି । ତେବେ ପୋଲିସ ତଦନ୍ତକୁ ଜୋରଦାର କରୁଥିବା ବେଳେ ଏଥିରେ କ୍ରାଇମବ୍ରାଞ୍ଚ ସହଯୋଗ କରୁଛି । ବିଦ୍ୟାଭାରତୀ, ସୌମ୍ୟଙ୍କ ପରିବାର, ବନ କର୍ମଚାରୀଙ୍କୁ ଜେରା ପରେ ଏବେ ସ୍କାନରରେ ଡିଏଫଓ । ଡିଏଫଓଙ୍କୁ ଜେରା କରାଯିବ ବୋଲି ଗଣମାଧ୍ୟମ ଆଗରେ ଗଜପତି ଏସପି ଗତକାଲି ସୂଚନା ଦେଇଥିଲେ

ଅନ୍ୟପଟେ ସୌମ୍ୟଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସ ଡ୍ରାଇଭର ଚାଞ୍ଚଲ୍ୟକର ତଥ୍ୟ ରଖିଛନ୍ତି । ମ୍ୟାଡାମଙ୍କ କଥାରେ ମୁଁ ଆମ୍ବୁଲାନ୍ସକୁ ଅଟକାଇଥିଲି । ପୋଲିସ ଆଗରେ ଏଭଳି ବୟାନ ଦେଇଛନ୍ତି ଆମ୍ବୁଲାନ୍ସ ଡ୍ରାଇଭର । ସୌମ୍ୟ ମୃତ୍ୟୁ ମାମଲାରେ ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛି ପୋଲିସ । ସୌମ୍ୟଙ୍କୁ କଟକ ନେଇଯାଇଥିବା ଆମ୍ବୁଲାନ୍ସ ଡ୍ରାଇଭରକୁ ଜେରା କରିଛି ପୋଲିସ । ଏହି ସମୟରେ ପୋଲିସ ଆଗରେ ବାଟରେ କେତେ ଥର ଆମ୍ବୁଲାନ୍ସ ରଖିଥିଲେ ସେ ନେଇ ତଥ୍ୟ ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ