Masthead

ବାବା ଧବଳେଶ୍ୱରଙ୍କ ପାଖରେ ଲାଗିହେଲା ଗଜଭୋଗ

ଆଠଗଡ଼ (ବଡ଼ ଖବର ବ୍ୟୁରୋ):ମହାକାର୍ତ୍ତିକ ମାସରେ ବାବା ଧବଳେଶ୍ବର ମହାପ୍ରଭୁଙ୍କ ପାଖରେ ଲାଗିହେଲା ଗଜଭୋଗ ଓ ତରଣ । ହଜାର ହଜାର ଶ୍ରଦ୍ଧାଳୁ ରାତି ତମାମ ଉଜାଗର ରହି ଭୋରରୁ ଏହି ପ୍ରସିଦ୍ଧ ଗଜଭୋଗ ଓ ତରଣ ପ୍ରସାଦ ପାଇଛନ୍ତି । ରାତ୍ରି ୩ଟାରେ ମହାପ୍ରଭୁଙ୍କ ପ୍ରଥମ ପହଡ଼ ଖୋଲାଯାଇ ୧୦୮ ଜଳରେ ମହାସ୍ନାନ ପରେ ଖେଚୁଡ଼ି ଭୋଗ ଓ ଗଜଭୋଗ ଲାଗିହୋଇଥିଲା ।

ମଙ୍ଗଳ ଆଳତୀ ସମାପ୍ତ ହେବାପରେ ସର୍ବସାଧାରଣଙ୍କ ଦର୍ଶନ ପାଇଁ ପହଡ଼ ଖୋଲାଯିବା ସହ ଶ୍ରଦ୍ଧାଳୁ ଭକ୍ତ ମାନଙ୍କ ଉଦ୍ଦେଶ୍ୟରେ ଗଜଭୋଗ ବିତରଣ ହୋଇଛି। ହଜାର ହଜାର ଭକ୍ତ ମହାପ୍ରଭୁଙ୍କ ଗଜଭୋଗ ପାଇ ଆନନ୍ଦ ଲାଭ କରିଛନ୍ତି । ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା