Masthead

ବାବା ଧବଳେଶ୍ୱରଙ୍କ ପାଖରେ ଲାଗିହେଲା ଗଜଭୋଗ

ଆଠଗଡ଼ (ବଡ଼ ଖବର ବ୍ୟୁରୋ):ମହାକାର୍ତ୍ତିକ ମାସରେ ବାବା ଧବଳେଶ୍ବର ମହାପ୍ରଭୁଙ୍କ ପାଖରେ ଲାଗିହେଲା ଗଜଭୋଗ ଓ ତରଣ । ହଜାର ହଜାର ଶ୍ରଦ୍ଧାଳୁ ରାତି ତମାମ ଉଜାଗର ରହି ଭୋରରୁ ଏହି ପ୍ରସିଦ୍ଧ ଗଜଭୋଗ ଓ ତରଣ ପ୍ରସାଦ ପାଇଛନ୍ତି । ରାତ୍ରି ୩ଟାରେ ମହାପ୍ରଭୁଙ୍କ ପ୍ରଥମ ପହଡ଼ ଖୋଲାଯାଇ ୧୦୮ ଜଳରେ ମହାସ୍ନାନ ପରେ ଖେଚୁଡ଼ି ଭୋଗ ଓ ଗଜଭୋଗ ଲାଗିହୋଇଥିଲା ।

ମଙ୍ଗଳ ଆଳତୀ ସମାପ୍ତ ହେବାପରେ ସର୍ବସାଧାରଣଙ୍କ ଦର୍ଶନ ପାଇଁ ପହଡ଼ ଖୋଲାଯିବା ସହ ଶ୍ରଦ୍ଧାଳୁ ଭକ୍ତ ମାନଙ୍କ ଉଦ୍ଦେଶ୍ୟରେ ଗଜଭୋଗ ବିତରଣ ହୋଇଛି। ହଜାର ହଜାର ଭକ୍ତ ମହାପ୍ରଭୁଙ୍କ ଗଜଭୋଗ ପାଇ ଆନନ୍ଦ ଲାଭ କରିଛନ୍ତି । ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା