Masthead

ଓଡ଼ିଶାକୁ ନଷ୍ଟ କରିବାକୁ ସକୁନି ଭୂମିକା ନିର୍ବାହ କରୁଛନ୍ତି ଧର୍ମେନ୍ଦ୍ର: ଭାଗିରଥି ସେଠୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭର୍ତ୍ତୃହରିଙ୍କୁ ପ୍ରଶଂସା କରିବା ଏବଂ ବିଜେଡି ତାଙ୍କୁ ଅବହେଳା କରିବା ପ୍ରସଙ୍ଗରେ ମୁହଁ ଖୋଲିଲେ ବିଜେଡି ବିଧାୟକ ଭାଗିରଥି ସେଠୀ । ସେ କହିଛନ୍ତି ଧର୍ମେନ୍ଦ୍ର ବହୁତ କଥା କହୁଛନ୍ତି । ସେ ତାଙ୍କ ନିଜ ଦଳ କଥା ବୁଝନ୍ତୁ । ତାଙ୍କ ଦଳରେ ନେତାଙ୍କ ଭିତରେ ଅନେକ ଫାଟ ଅଛି । ଭର୍ତ୍ତୃହାରି ବାବୁଙ୍କ କଥା କାହିଁକି ଚିନ୍ତା କରୁଛନ୍ତି । ଭର୍ତ୍ତୃହରି ବାବୁ ଛ ଛ ଥର ସାଂସଦ ହେଲେଣି, ତାଙ୍କର ମୁଖ୍ୟମନ୍ତ୍ରୀଙ୍କ ସହ ସୁସମ୍ପର୍କ ରହିଛି ।

ସେ ଦଳରେ ବର୍ତମାନ ଅଛନ୍ତି ଏବଂ ରହିବେ ମଧ୍ୟ । ବିଜେଡି ଭର୍ତ୍ତୃହରିଙ୍କ ପ୍ରତି କେବେ ଅବହେଳା କରିନାହିଁ । ସେ କାଉନସିଲର ଟିକେଟ ପାଇବେ ନା ସାଂସଦ ଟିକେଟ ପାଇ ପୁଣି ସାଂସଦ ହେବେ ସେ କାହିଁକି ତାଙ୍କ କଥା ଚିନ୍ତା କରୁଛନ୍ତି । ସେ ବହୁତ ମହାଭାରତ କଥା ଜାଣିଛନ୍ତି । ସେ ଯଦି କୌରବ ତେବେ ପାଣ୍ଡଵ କିଏ ? ସେମାନେ ପାଣ୍ଡଵ ଶିବିରରେ ରହି କି କାମ କରୁଛନ୍ତି ? ପାଣ୍ଡଵ ଶିବିରରେ ରହି ସକୁନି କାମ କରୁଛନ୍ତି, ଓଡ଼ିଶାକୁ ନଷ୍ଟ କରିବା ପାଇଁ ସକୁନିର ଭୂମିକା ନିର୍ବାହ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା