Masthead

ଧାନମଣ୍ଡି ଉଦଘାଟିତ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଅନୁଗୁଳ ବଅଁରପାଳ ବ୍ଲକ ବଳରାମପ୍ରସାଦ ସମବାୟ ସମିତିରେ ଧାନମଣ୍ଡି ଉଦଘାଟିତ ହୋଇଯାଇଛି । ଜିଲ୍ଲାପରିଷଦ ଓ ସହକାରୀ ଉପନିବନ୍ଧକ ମଣ୍ଡି ଉଦଘାଟନ କରିଥିଲେ । କୋଭିଡ଼ ନିୟମ ଅନୁସାରେ ଚାଷୀମାନଙ୍କଠାରୁ ଧାନ କିଣାଯାଥିଲା । ସମବାୟ ସମିତି ପୂର୍ବତନ ସଭାପତି ଓ ଭାରପ୍ରାପ୍ତ ସହ ସମ୍ପାଦକ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା