Masthead

ବିଭିନ୍ନ ସ୍ଥାନରେ ଖୋଲିଲା ଧାନମଣ୍ଡି

ଦଶରଥପୁର(ବଡ଼ ଖବର ବ୍ୟୁରୋ): ଖୋଲିଲା ଧାନମଣ୍ଡି । ଚାଷ ଓ ଚାଷୀର ଉନ୍ନତି ଯେତେ ହେବ ଦେଶ ସେତେ ବିକାଶର ସ୍ରୋତରେ ଆଗେଇ ଯିବ । ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ଚାଷୀଙ୍କ ପାଇଁ ବିଭିନ୍ନ ଯୋଜନା କରାଯାଉଛି । ଗତବର୍ଷ କରୋନା ମହାମାରୀ ଏବଂ ବନ୍ୟାର ପ୍ରଭାବ ସିଧାସଳଖ ଚାଷୀଙ୍କ ଉପରେ ପଡିଛି । କେନ୍ଦ୍ର ସରକାର ଚଳିତ ବର୍ଷ ନୂଆ ଚାଷୀ ଆଇନ ଆଣିଛନ୍ତି । ଚାଷୀ କରିଥିବା ଫସଲକୁ ସହଜରେ ବିକ୍ରି କରି ଏବଂ ଅଧିକ ମାତ୍ରାରେ ଲାଭ ପାଇପାରିବ ସେ ନେଇ ଉଦ୍ୟମ ଜାରିରଖିଛନ୍ତି । ଏ ବର୍ଷ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ନିର୍ଦେଶକ୍ରମେ ବିଭିନ୍ନ ସ୍ଥାନରେ ଧାନ ମଣ୍ଡି ଖୋଲିଯାଇଛି । ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ବିଭିନ୍ନ ସ୍ଥାନରେ ମଣ୍ଡି ଖୋଲିବାର ନଜର ଆସିଛି । ଦଶରଥପୁର ବ୍ଲକ ମଙ୍ଗଳପୁର କୋପରେଟିଭ୍ ସମବାୟ ବ୍ୟାଙ୍କ ନିକଟରେ ଧାନମଣ୍ଡି ଖୋଲିଛି । ଯାଜପୁର ବିଧାୟକଙ୍କ ପ୍ରତିନିଧି କର୍ଣ୍ଣାଟକ କେଶରୀ ଦାସ ଏବଂ କୃଷି ଅଧିକାରୀ ଏହି ଧାନମଣ୍ଡିର ଉଦଘାଟନ କରିଥିଲେ । ଧାନମଣ୍ଡି ଖୋଲିବା ଦ୍ୱାରା ଚାଷୀଙ୍କ ମନରେ ଖୁସିର ଲହରୀ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି