Masthead

ଭିଜିଲାନ୍ସ ଜାଲରେ ସରକାରୀ ବାବୁ

ଧର୍ମଶାଳା (ବଡ଼ ଖବର ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଯାଜପୁର ଜିଲ୍ଲା ଧର୍ମଶାଳା ସବ ରେଜିଷ୍ଟ୍ରର ଅଫିସର କିରାଣୀ ରତ୍ନାକର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢଉ । ଯାଜପୁର ଭିଜିଲାନ୍ସର ଏକ ଟିମ ଗୁରୁବାର ଭୋରରୁ ରତ୍ନାକର ମହାନ୍ତିଙ୍କ ବାସଭବନରେ ଚଢ଼ଉ ରହିଛି । ଏକକାଳୀନ ରତ୍ନାକରଙ୍କ ପୈତୃକ ବାସଗୃହ ଚହଟା , ଶ୍ୱଶୁରଘର ଚାନ୍ଦପୁର, ଜାରକା ଶାନ୍ତି ବଜାରର ୨ଟି ସ୍ଥାନ, ଜାରକା ବର୍ଜୁନଗର ଓ ଦର୍ପଣ ତହସିଲ କାର୍ୟ୍ୟାଳୟରେ ଏହି ଚଢ଼ଉ ଜାରି ରହିଛି । ୮ ଲକ୍ଷ ଟଙ୍କାରୁ ଉଦ୍ଧ୍ୱର୍ ଟଙ୍କା ସହ ସୁନାଗହଣା ଜବତ କରାଯାଇଛି ।

ତଦନ୍ତ ସରିବା ପରେ ସମସ୍ତ ସମ୍ପତ୍ତି ଆକଳନ କରାଯିବ ବୋଲି ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଘଟଣାକୁ ନେଇ ପୂର୍ବରୁ ତାଙ୍କ ନାମରେ ଅଭିଯୋଗ ହୋଇଆସୁଥିଲା । ତେବେ ଜଣେ କିରାଣୀ ଘରୁ ଏତେ ସମ୍ପତ୍ତି କେଉଁଠୁ ଆସିଲା ତାହା ଏବେ ତଦନ୍ତ ପରିସରଭୁକ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ