Masthead

ଧର୍ମଶାଳା ବିଜେପି ପକ୍ଷରୁ ସୁଶାସନ ଦିବସ ପାଳିତ

ଧର୍ମଶାଳା (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ଧର୍ମଶାଳା ବିଜେପି ପକ୍ଷରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଜୟନ୍ତୀ ତଥା ସୁଶାସନ ଦିବସ ପାଳିତ ହୋଇଯାଇଛି । ନିର୍ବାଚନମଣ୍ଡଳୀ ଅଧିନ ଓଡ଼ିଶୋ ପଞ୍ଚାୟତରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପୂର୍ବତନ ରାଜ୍ୟ ବିଜେପି ସଭାପତି ତଥା ବରିଷ୍ଠ ବିଜେପି ନେତା ସମୀର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ଦିବସ ପାଳନ ସମ୍ପର୍କରେ ଆଲୋକପାତ କରିଥିଲେ । ଧର୍ମଶାଳା ବିଜେପି ନେତ୍ରୀ ସ୍ମୃତିରେଖା ପହିଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ସୁରଥ ବିଶ୍ୱାଳ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରବି ନାରାୟଣ ବେହେରା, ବିଜେପି ନେତା ସର୍ବେଶ୍ୱର ବେହୁରା ପ୍ରମୁଖ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁଶାସନ ସଂପର୍କରେ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବହୁ ବଜେପି କର୍ମୀ ଯୋଗଦେଇଥିବା ବେଳେ ବିଭିନ୍ନ ସେବା ମୂଳକ କାର୍ଯ୍ୟ ଦଳ ପକ୍ଷରୁ ହାତକୁ ନିଆଯାଇଥିବା କୁହାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା