Masthead

ଆଶା ଛାଡି ନାହାନ୍ତି ହିମାଂଶୁ

ଧର୍ମଶାଳା (ବଡ଼ ଖବର ବ୍ୟୁରୋ): ଆଶା ଛାଡି ନାହାନ୍ତି ହିମାଂଶୁ। ଟିକେଟ ପାଇବା ଦାବିରେ ଧର୍ମଶାଳା ମହୋତ୍ସବ ପଡ଼ିଆରୁ ବାଇକ୍ ଶୋଭାଯାତ୍ରାରେ ବାହାରିଛନ୍ତି ହିମାଂଶୁଙ୍କ ସମର୍ଥକ। ଦଳୀୟ ନିଷ୍ପତ୍ତି ପୁନଃର୍ବିଚାର ଦାବିରେ ବିଜେପି ରାଜ୍ୟ କାର୍ଯ୍ୟାଳୟ ଅଭିମୁଖେ ବାଇକ ଶୋଭାଯାତ୍ରା।

ଧର୍ମଶାଳା ବିଧାନସଭା ଆସନରୁ ସ୍ମୃତିରେଖାଙ୍କୁ ଟିକେଟ ମିଳିଥିବା ବେଳେ ହଜାର ହଜାର ସଂଖ୍ୟାର କର୍ମୀଙ୍କ ପ୍ରତିବାଦରେ ପ୍ରକମ୍ପିତ ହୋଇଥିଲା ରାଜ୍ୟ କାର୍ଯ୍ୟାଳୟ। ଟିକେଟ ପରିବର୍ତ୍ତନ କରି ନଥିବାରୁ ଶେଷ ଥର ପାଇଁ ଯାଉଛନ୍ତି ଭୁବନେଶ୍ୱର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ