Masthead

ଧର୍ମଶାଳାରେ ବିଜେଡିର ଶକ୍ତି ପ୍ରଦର୍ଶନ

ଧର୍ମଶାଳା (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନମଣ୍ଡଳି ୧୨ନଂ ଜୋନରେ କର୍ମୀ ସମ୍ମିଳନୀ କରି ବିଜେଡି ତାର ଶକ୍ତି ପ୍ରଦର୍ଶନ କରିଛି । ସଂଯୋଜକ ପ୍ରହଲ୍ଲାଦ ଲେଙ୍କାଙ୍କ ସଂଯୋଜନାରେ ଆୟୋଜିତ ସଭାରେ ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଣବ ବଳବନ୍ତରାୟ ଓ ସାଂସଦ ପ୍ରାର୍ଥୀନୀ ଶର୍ମିଷ୍ଠା ସେଠୀ ଯୋଗ ଦେଇ କର୍ମୀମାନଙ୍କୁ ଉଦବୋଧନ ଦେଇ କହିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ପାଇଁ ଅନେକ ଯୋଜନା କରିଛନ୍ତି।

ତାଙ୍କୁ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଦେଖିବା ପାଇଁ ଆମେ ଚଳିତ ନିର୍ବାଚନରେ ତାଙ୍କ ହାତ ମୁଠାକୁ ଟାଣ କରିବା। ଥରେ ବିଧାୟକ ପାଇଁ ଓ ଆଉ ଥରେ ସାଂସଦ ପ୍ରାର୍ଥୀନିଙ୍କ ପାଇଁ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ନିବେଦନ କରିଥିଲେ। ବହୁ ସଂଖ୍ୟାରେ କର୍ମୀ ଉପସ୍ଥିତ ଦେଖିବାକୁ ମିଳିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା