Masthead

ଧର୍ମଶାଳାରେ ସଧାରଣ ଆରମ୍ଭ ହେବ ଲୋକଙ୍କ ଶାସନ: ହିମାଂଶୁ ଶେଖର

ଧର୍ମଶାଳା (ବଡ଼ ଖବର ବ୍ୟୁରୋ): ଧର୍ମଶାଳାରେ ଏବେ ସଧାରଣ ଲୋକଙ୍କ ଶାସନ ଚାଲିବ। ମଫିଆ ଶାସନରେ ଅତିଷ୍ଠ ହୋଇ ଲୋକେ ମୋତେ ବାଛିଛନ୍ତି। ତେଣୁ ସେମାନଙ୍କ ପାଇଁ ମୁଁ ସମର୍ପିତ ବୋଲି କହିଛନ୍ତି ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ । ଏକ ସାମ୍ବାଦିକ ସମ୍ମିଳନୀ କରି ସେ କହିଛନ୍ତି ସଧାରଣ ଗରିବ ନିଷ୍ପେସିତ ଅସହାୟ ଲୋକଙ୍କ ସେବା କରୁଥିବା ବେଳେ ମୋତେ ବାଧା ଦିଆ ଯାଇଥିଲା।

ରାଜନୀତିକୁ ସେମାନଙ୍କ ପାଇଁ ଆସିଛି। ଏଠି ମାଫିଆଙ୍କ ସ୍ଥାନ ନାହିଁ। ଏକ ସାମ୍ବାଦିକ ସମ୍ମିଳନୀରେ ଆଜି ସଧାରଣ ଲୋକଙ୍କ ଉଦ୍ଦେଶ୍ୟରେ ଏ ଭଳି କିଛି କହି ମାଫିଆଙ୍କୁ ଚେତାବନୀ ଦେଇଛନ୍ତି। ଧର୍ମଶାଳାରେ ଏକ ସୁଶାସନ ପ୍ରତିଷ୍ଠା କରିବା ସହିତ ନୂଆ ଧର୍ମଶାଳା ମୋର ଆଭିମୁଖ୍ୟ ବୋଲି କହିଛନ୍ତି ହିଂମାଶୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’