Masthead

ଭିଜିଲାନ୍ସ ଜାଲରେ ସରକାରୀ ବାବୁ

ଧର୍ମଶାଳା (ବଡ଼ ଖବର ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଯାଜପୁର ଜିଲ୍ଲା ଧର୍ମଶାଳା ସବ ରେଜିଷ୍ଟ୍ରର ଅଫିସର କିରାଣୀ ରତ୍ନାକର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢଉ । ଯାଜପୁର ଭିଜିଲାନ୍ସର ଏକ ଟିମ ଗୁରୁବାର ଭୋରରୁ ରତ୍ନାକର ମହାନ୍ତିଙ୍କ ବାସଭବନରେ ଚଢ଼ଉ ରହିଛି । ଏକକାଳୀନ ରତ୍ନାକରଙ୍କ ପୈତୃକ ବାସଗୃହ ଚହଟା , ଶ୍ୱଶୁରଘର ଚାନ୍ଦପୁର, ଜାରକା ଶାନ୍ତି ବଜାରର ୨ଟି ସ୍ଥାନ, ଜାରକା ବର୍ଜୁନଗର ଓ ଦର୍ପଣ ତହସିଲ କାର୍ୟ୍ୟାଳୟରେ ଏହି ଚଢ଼ଉ ଜାରି ରହିଛି । ୮ ଲକ୍ଷ ଟଙ୍କାରୁ ଉଦ୍ଧ୍ୱର୍ ଟଙ୍କା ସହ ସୁନାଗହଣା ଜବତ କରାଯାଇଛି ।

ତଦନ୍ତ ସରିବା ପରେ ସମସ୍ତ ସମ୍ପତ୍ତି ଆକଳନ କରାଯିବ ବୋଲି ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଘଟଣାକୁ ନେଇ ପୂର୍ବରୁ ତାଙ୍କ ନାମରେ ଅଭିଯୋଗ ହୋଇଆସୁଥିଲା । ତେବେ ଜଣେ କିରାଣୀ ଘରୁ ଏତେ ସମ୍ପତ୍ତି କେଉଁଠୁ ଆସିଲା ତାହା ଏବେ ତଦନ୍ତ ପରିସରଭୁକ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା