Masthead

ହାଇଓ୍ବାକୁ ପିଟିଲା ବୋଲେରୋ, ୫ ମୃତ

ଧର୍ମଶାଳା(ବଡ଼ ଖବର ବ୍ୟୁରୋ): ବିବାହ ଉତ୍ସବ ସାରି ଫେରୁଥିବା ବେଳେ ଘଟିଲା ଭୟଙ୍କର ଦୁର୍ଘଟଣା। ଘରକୁ ଫେରିପାରିଲେନି ବରଯାତ୍ରୀ। ଜେନାପୁର ଥାନା ବରଡ଼ା ବେହେରା ଟାଙ୍କୀ ଛକ ନିକଟରେ ଏକ ହାଇଓ୍ବାକୁ ପିଟିଲା ବୋଲେରେ। ଦୁର୍ଘଟଣାରେ ଡ୍ରାଇଭରଙ୍କ ସମେତ ଚାଲିଗଲା ୫ ଯାତ୍ରୀଙ୍କ ମୃତ୍ୟୁ ଘଟିଛି।। ଦୁର୍ଘଟଣାରେ ୮ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି।

ଆହତଙ୍କୁ ମେଡିକାଲରେ ଚିକିତ୍ସା ଜାରି ରହିଛି। ଆହୁରି ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛ। ବଡ଼ଚଣା ଥାନା ଜେମାଦେଇ ଅଞ୍ଚଳର ଲୋକେ ଏକ ବୋଲେରୋରେ କେନ୍ଦୁଝର ଅଞ୍ଚଳରୁ ବାହାଘରରୁ ଫେରୁଥିବା ବେଳେ ବରଡ଼ା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଥିବା ଜଣାପଡିଛି। ଦୁର୍ଘଟଣାର କାରଣ ସ୍ପଷ୍ଟ ଜଣାପଡ଼ିନାହିଁ। ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ