Masthead

ଓଡ଼ିଶାରେ ବହୁମତ ହାସଲ କରିବ ବିଜେପି: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୋଟ୍ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭୁବନେଶ୍ୱର ଆସି ନିଜ ମତ ଅଧିକାର ସାବ୍ୟସ୍ତ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଭୁବନେଶ୍ୱର ଚନ୍ଦ୍ରଶେଖରପୁରରେ ଥିବା ଡିଏଭି ପବ୍ଲିକ୍ ସ୍କୁଲରେ ହେଇଥିବା ମତଦାନ କେନ୍ଦ୍ରକୁ ଆସି ଭୋଟ୍ ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ତେବେ ଭୋଟ୍ ଦେଇ ଧର୍ମେନ୍ଦ୍ର କହିଛନ୍ତି, ଭାରତର ଗଣତନ୍ତ୍ରର ଏ ମହାପର୍ବରେ ମୁଁ ଆଜି ଭାଗ ନେଲି । ଦେଶରେ ପୁଣି ମୋଦି ସରକାର ହେବା ସହ ଓଡିଶାର ୨୧ରୁ ୨୧ ଲୋକସଭା ଆସନ ଜିତିବା ନେଇ ଦମ୍ଭୋକ୍ତି ଦେଖାଇଛନ୍ତି ଧର୍ମେନ୍ଦ୍ର । ଅନ୍ୟପଟେ ରାଜ୍ୟରେ ବିଜେପି ବହୁମତ ହାସଲ କରିବା ସହିତ ସରକାର ଗଠନ କରିବ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା