Masthead

କେନ୍ଦ୍ରମନ୍ତ୍ରୀଙ୍କ ଚର୍ଚ୍ଚା କଲେ ବିଗ୍ ବି

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ‘କୌନ ବନେଗା କରୋଡପତି’ ରେ ଧର୍ମେନ୍ଦ୍ରଙ୍କ ଚର୍ଚ୍ଚା । ସୋନି ଏଣ୍ଟରଟେନମେଣ୍ଟ ଚ୍ୟାନଲରେ ଲୋକପ୍ରିୟ କାର୍ଯ୍ୟକ୍ରମ ‘କୌନ ବନେଗା କରୋଡପତି’ ର ହୋଷ୍ଟ ଅମିତାଭ ବଚ୍ଚନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ ଦେଖାଇ ସେ କେଉଁ ନାମରେ ପରିଚିତ ବୋଲି ପ୍ରଶ୍ନ କରିଥିଲେ । ଯାହାର ଅପସନ ଥିଲା ସ୍ୱଚ୍ଛ ଭାରତ ମ୍ୟାନ, ମନ ଧନ ମ୍ୟାନ, ଜନଧନ ମ୍ୟାନ, ଏବଂ ଉଜ୍ଜଳା ମ୍ୟାନ ।

ଯାହାର ଉତ୍ତର ରଖିଥିଲେ ହିଟ ସିଟ ବିସଥିବା ଅଶ୍ୱିନୀ କୁମାର ସିହ୍ନା ଉଜ୍ଜଳା ମ୍ୟାନ ବୋଲି । ବଚ୍ଚନ ଏହା ସଠିକ ଉତ୍ତର କହିଥିଲେ । ପରେ ତାଙ୍କ ବିଷୟରେ ଚର୍ଚ୍ଚା କରିଥିଲେ । ସେ କହିଥିଲେ ୨୦୧୪ ରୁ ୨୦୨୧ ପର୍ଯ୍ୟନ୍ତ ପେଟ୍ରୋଲିୟମ ଓ ପ୍ରକୃତିକ ଗ୍ୟାସ ମନ୍ତ୍ରୀ ହିସାବରେ ସେ ସଫଳ ଭାବେ କାର୍ଯ୍ୟ ତୁଲାଇ ଥିଲେ । ସାମଜିକ ଗଣମାଧ୍ୟମରେ ଏହି ପ୍ରଶ୍ନ ଆସିବା ପରେ ଧର୍ମେନ୍ଦ୍ର ପ୍ରଧାନ ଚର୍ଚ୍ଚାର ବିଷୟ ପାଲଟିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା