Masthead

‘ASIର ଏକ ଉଚ୍ଚସ୍ତରୀୟ ଟିମ୍ ଆସିବ, ରତ୍ନଭଣ୍ଡାର ତଦାରଖ କରିବ’

ୁରୀ (ବଡ଼ ଖବର ବ୍ୟୁରୋ): ରତ୍ନଭଣ୍ଡାର ବାବଦରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା । ରତ୍ନଭଣ୍ଡାର ଯାଞ୍ଚ ଓ ଗଣତି ମଣତି ହେବ କହିଲେ ଧର୍ମେନ୍ଦ୍ର । ସେ କହିଛନ୍ତି ଏଏସଆଇ ଟିମକୁ ଆସିବାକୁ ରାଜ୍ୟ ସରକାର ଅନୁରୋଧ କରିଛନ୍ତି ।ଏଏସଆଇର ଏକ ଉଚ୍ଚସ୍ତରୀୟ ଟିମ୍ ଆସିବ, ରତ୍ନଭଣ୍ଡାର ତଦାରଖ କରିବ । ପୁରୁଣା ତାଲିକା ସହ ଏବେର ତାଲିକାକୁ ତୁଳନା କରାଯିବ । ତୁଳନା ପରେ ସବୁ ଠିକ୍ ଅଛି କି ନାହିଁ ସ୍ପଷ୍ଟ ହେବ ବୋଲି କହିଛନ୍ତି ଧର୍ମେନ୍ଦ୍ର । ଏନେଇ ସରକାର ଏଏସଆଇକୁ ଚିଠି ଲେଖି ସାରିଛନ୍ତି । ଏଏସଆଇର ଉଚ୍ଚ ସ୍ତରୀୟ ଟିମ୍ ଆସି ତଦାରଖ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ