Masthead

ଦୁର୍ନୀତି ସରକାର ବିରୋଧରେ ଲଢେଇ କରିବାକୁ ଧର୍ମେନ୍ଦ୍ରଙ୍କ ନିର୍ଦ୍ଦେଶ

ଦଶରଥପୁର (ବଡ଼ ଖବର ବ୍ୟୁରୋ): ଦୁର୍ନୀତି ସରକାର ବିରୋଧରେ ଲଢେଇ କରିବାକୁ ଧର୍ମେନ୍ଦ୍ରଙ୍କ ନିର୍ଦ୍ଦେଶ । ଆଜି ସୁକିନ୍ଦା ଗସ୍ତରେ ଯାଇଥିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏକ ସଭାରେ ଯୋଗ ଦେଇ କେନ୍ଦ୍ର ସରକାରଙ୍କର ଲୋକାଭିମୁଖୀ ଯୋଜନା ସମ୍ପର୍କରେ ଆଲୋଚନା କରିବା ସହ ଆଗାମୀ ନିର୍ବାଚନରେ ଏହି ଦୁର୍ନୀତି ସରକାର ବିରୋଧରେ ଲଢେଇ କରିବାକୁ କର୍ମୀ ମାନଂକୁ ନିର୍ଦ୍ଦେଶ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି