Masthead

ସିଲ ହେଲା କ୍ଲିନିକ

ଢ଼େଙ୍କାନାଳ(ବଡ଼ ଖବର ବ୍ୟୁରୋ): ସରକାରୀ ନିୟମ ଉଲ୍ଲଙ୍ଘନ ଯୋଗୁଁ ସିଲ ହେଲା ଢ଼େଙ୍କାନାଳ ଜୟଗୋପାଳସ୍ଥିତ ଶ୍ରୀକୃଷ୍ଣା ଅଲଟ୍ରା ସାଉଣ୍ଡ କ୍ଲିନିକ। ଜିଲ୍ଲାରେ ଲିଙ୍ଗ ତାରତମ୍ୟ ଉଦବେଗଜନକ ସ୍ଥିତିରେ ଥିବାରୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଏହି କ୍ଲିନିକ୍ ଚଢ଼ାଉ କରାଯାଇଛି। ଯାଞ୍ଚ ବେଳେ ବ୍ୟାପକ ଅନିୟମିତତା ଥିବା ଦେଖାଯାଇଥିଲା । ଏଥିପାଇଁ କ୍ଲିନିକ୍ ମାଲିକଙ୍କୁ ସତର୍କ କରାଯାଇଥିଲେ ମଧ୍ୟ ସେ କାର୍ଯ୍ୟକାରୀ କରିବାରେ ବିଫଳ ହୋଇଥିଲେ। ଫଳରେ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ କ୍ଲିନିକର ଅଲଟ୍ରାସାଉଣ୍ଡ ମେସିନକୁ ସିଲ କରିଦିଆଯାଇଛି। ବେଆଇନ କାର୍ଯ୍ୟ ଜାରି ରହୁଥିଲେ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ  ଗ୍ରହଣ କରାଯିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା