Masthead

ଆମକୁ ଏସପି ଦିଅ

ଢେଙ୍କାନାଳ ( ବଡ଼ ଖବର ବ୍ୟୁରୋ):ଢେଙ୍କାନାଳରେ ଏସପି ନାହାନ୍ତି । ଏହାର ପ୍ରତିବାଦରେ ମାନବାଧିକାର କର୍ମୀମାନେ ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ଆମରଣ ଅନଶନ କରିଥିଲେ। ଦୀର୍ଘ ଦୁଇମାସ ହେବ ଏସପି ନଥିବାରୁ ଜିଲ୍ଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ୟ୍ୟସ୍ତ ହୋଇପଡ଼ିଛି। ଜିଲ୍ଲାରେ ବ୍ରାଉନ ସୁଗାର କାରବାର,ଚୋରି,ଅନୈତିକ କାର୍ୟ୍ୟକଳାପ ବୃଦ୍ଧି ପାଉଛି। ଯେଉଁ ଅତିରିକ୍ତ ଜିଲ୍ଲାପାଳ ଖଣିଜ ଦ୍ରବ୍ୟର ଚୋରା ଚାଲାଣ ରୋକିବାକୁ ଚେଷ୍ଟା କରୁଛନ୍ତି ତାଙ୍କର ଟ୍ରାନସଫର ହେଉଛି । ଅତିରିକ୍ତ ଜିଲ୍ଲାପାଳ ୮ମାସରୁ ଅଧିକ ସମୟ ରହିପାରୁନାହାନ୍ତି। ସମସ୍ୟାର ସମାଧାନ କରିବାକୁ ନିବେଦନ କରିଛନ୍ତି ଆନ୍ଦୋଳନକାରୀମାନେ । ଢେ଼ଙ୍କାନାଳ ଜିଲ୍ଲା କଂଗ୍ରେସ ଏହି ଅନଶନକୁ ସମର୍ଥନ କରିଥିଲା।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା