Masthead

ବିଜେପି ଯେଉଁ କଳା ଧନର ଅଭିଯୋଗ କରୁଛି ତାହାର କିଛି ପ୍ରମାଣ ନାହିଁ: ଧ୍ରୁବ ସାହୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏଡ଼ିଆର ରିପୋର୍ଟ ଅନୁଯାୟୀ ବିଜେଡି ଦ୍ୱିତୀୟ ସର୍ବାଧିକ ଧନୀ ଦଳ ପ୍ରସଙ୍ଗ । ଯାହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ବିଧାୟକ ଧ୍ରୁବ ସାହୁ । ସେ କହିଛନ୍ତି ଏହା ସ୍ୱାଭାବିକ କଥା । ସବୁ ଦଳ ତାଙ୍କର ଆୟ ବ୍ୟୟର ହିସାବ ଦେଉଛନ୍ତି ଆମେ ବି ଦେଇଛୁ ।

ଏହି ରିପୋର୍ଟ ପୂର୍ବରୁ ଆସିଥିବା ଆଉ ଏକ ରିପୋର୍ଟ କହୁଛି ଜାତୀୟ ସ୍ତରରେ ବିଜେପି ପାଖରେ ସବୁଠୁ ଅଧିକ ଧନ ଅଛି । ସେ କଣ ବିଜେଡି ଆଡ଼କୁ ଅଙ୍ଗୁଳି ଦେଖାଉଛନ୍ତି । ବିଜେପି ଯେଉଁ କଳା ଧନର ଅଭିଯୋଗ କରୁଛି ତାହାର କିଛି ପ୍ରମାଣ ନାହିଁ । ଏହା କେବଳ ଏକ ଅବାନ୍ତର ଅଭିଯୋଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ