Masthead

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଧ୍ରୁବ ହେଲିକପ୍ଟର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତୀୟ ତଟରକ୍ଷୀ ବାହିନୀର ଏଏଲଏଚ ଧ୍ରୁବ ହେଲିକପ୍ଟରର ଜରୁରୀକାଳୀନ ଅବତରଣ କରାଯାଇଛି। ଜରୁରୀ ଅବତରଣ କରାଇଲେ ପାଇଲଟ୍। ଭାରତୀୟ କୋଷ୍ଟ ଗାର୍ଡ ଅଧିକାରୀଙ୍କ ସୂଚନା ଅନୁସାରେ, ଆଜି କେରଳର କୋଚ୍ଚିରେ ପାଇଲଟ୍ ମାର୍କ-ଥ୍ରୀ ହେଲିକପ୍ଟର ଏଏଲଏଚ୍ ଧ୍ରୁବର ପରୀକ୍ଷଣ କରୁଥିଲେ। ଏହି ସମୟରେ କୌଣସି କାରଣରୁ ହେଲିକପ୍ଟର ଉପରୁ ନିୟନ୍ତ୍ରଣ ହରାଇଥିଲେ। ପରେ ବାଧ୍ୟ ହୋଇ ହେଲିକପ୍ଟରକୁ ଜରୁରୀ ଅବତରଣ କରିବାକୁ ପଡିଥିଲା।

ନ୍ୟୁଜ ଏଜେନ୍ସି ଅନୁଯାୟୀ, ଏଏଲଏଚ ଧ୍ରୁବ ମାର୍କ-୩ ଏକ ପରୀକ୍ଷଣ ଉଡ଼ାଣ ସମୟରେ ୨୫ ଫୁଟ ଉଚ୍ଚରେ ଥିଲା। ତେବେ କୌଣସି କାରଣରୁ ହେଲିକପ୍ଟରକୁ ହଠାତ ଜରୁରୀକାଳୀନ ଅବତରଣ କରିବାକୁ ପଡିଥିବା କୁହାଯାଉଛି। କୋଷ୍ଟଗାର୍ଡର ଅଧିକାରୀମାନେ କହିଛନ୍ତି ଜରୁରୀ ଅବତରଣ ଯୋଗୁ ବଡ଼ ଦୁର୍ଘଟଣାକୁ ଏଡାଇ ଦିଆଯାଇଛି। ଏହି ଘଟଣାରେ କୌଣସି କ୍ଷୟକ୍ଷତିର ଖବର ଏପର୍ୟ୍ୟନ୍ତ ସାମ୍ନାକୁ ଆସିନାହିଁ। କୁହାଯାଉଛି ଯେ ଭାରତୀୟ ତଟରକ୍ଷୀ ବାହିନୀ ଏଏଲଏଚ ଧ୍ରୁବ ହେଲିକପ୍ଟର ଉଡ଼ାଣ ଉପରେ ଲାଗିଥିବା ପ୍ରତିବନ୍ଧକକୁ ହଟାଇବା ପାଇଁ ନିରନ୍ତର କାର୍ଯ୍ୟ କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି