ଏଣିକି ଧ୍ୟାନଚାନ୍ଦ ଖେଳରତ୍ନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା । ବଦଳିଲା ଖେଳର ସର୍ବୋଚ୍ଚ ସମ୍ମାନର ନାଁ । ରାଜୀବ ଗାନ୍ଧି ଖେଳରତ୍ନ ପରିବର୍ତ୍ତେ ଏବେ ଦିଆଯିବ ଧ୍ୟାନଚାନ୍ଦ ଖେଳ ରତ୍ନ ପୁରସ୍କାର । ପୂର୍ବରୁ ଅନେକ ଲୋକ ଏନେଇ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । ତେବେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନେଇ ଘୋଷଣା କରିଛନ୍ତି ।

ମେଜର ଧ୍ୟାନଚାନ୍ଦ ଭାରତର କିମ୍ବଦନ୍ତି ହକି ଖେଳାଳି ଥିଲେ । ଭାରତ ପାଇଁ ସେ ଅନେକ ଗୌରବ ଆଣିଥିଲେ । ସେ ଯେବେ ହକି ଷ୍ଟିକ ଧରି ପଡିଆକୁ ଓହ୍ଲାଉଥିଲେ ସମସ୍ତେ ତାଙ୍କୁ ଦେଖିବାକୁ ଅନାଇ ବସୁଥିଲେ । ଏବଂ ସୁନିଶ୍ଚିତ ଥିଲେ ଯେ ପଦକ ନିଶ୍ଚୟ ଆସିବ । ତାଙ୍କ ନାଁରେ ଏହି ପୁରସ୍କାର ତାଙ୍କ ପାଇଁ ଶ୍ରେଷ୍ଠ ସମ୍ମାନ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ