Masthead

ଲଗାଣ ବର୍ଷା ପରେ ଫୁଲୁଛି ହୀରାକୁଦ, ଖୋଲିବ ୨ଟି ଗେଟ୍

ସମ୍ବଲପୁର(ବଡ଼ ଖବର ବ୍ୟୁରୋ):ଲଗାଣ ବର୍ଷା ପରେ ଫୁଲୁଛି ହୀରାକୁଦ ଖୋଲିବ ହିରାକୁଦର ୨ଟି ଗେଟ୍ । ଆଜି ୪ଟାବେଳେ ଖୋଲାଯିବ ଜଳଭଣ୍ଡାର । ଲଗାଣ  ବର୍ଷା ଯୋଗୁଁ ଉଭୟ ପାର୍ଶ୍ୱର ଗୋଟିଏ ଗୋଟିଏ ଗେଟ ଖେଲାଯିବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟଯନ୍ତ୍ରୀ ଆନନ୍ଦ ଚନ୍ଦ୍ର ସାହୁ । ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଫୁଲୁଛି ଜଳଭଣ୍ଡାର । ପଲରେ ୨ଟି ଗେଟ ଖୋଲାଯିବ ବୋଲି ନିଷ୍ପତ୍ତି ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା