Masthead

ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ

ଯାଜପୁର (ବଡ଼ ଖବର ବ୍ୟୁରୋ):  ଯାଜପୁର ଜିଲ୍ଲାରେ ଝାଡାବାନ୍ତି ସ୍ଥିତିରେ ଲାଗୁନି ବ୍ରେକ । ଲୋକେ ହେଉଛନ୍ତି ଆଉଟ ପାଉଟ । ଯାଉଛି ମୂଲ୍ୟବାନ ଜୀବନ । ତାକୁ ଆଖି ଆଗରେ ରଖି ଜିଲ୍ଲା ପ୍ରଶାସନ ନେଲା କଠୋର ନିଷ୍ପତ୍ତି । ସରକାରୀ ଛୁଟିକୁ ବାତିଲ ଘୋଷଣା । ଜୁନ ୧୪ରୁ ୧୬ତାରିଖ ଯାଏଁ ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ଦିନରେ ଅଫିସ ଆସି କାର୍ଯ୍ୟ କରିବାକୁ  ନିର୍ଦେଶ  । ଯାଜପୁରରେ ଅଣଆୟତ ହେବାକୁ ବସିଛି ଡାଇରିଆ ସ୍ଥିତି ।

ଆକ୍ରାନ୍ତଙ୍କ ସଂଖ୍ୟା ଧିରେଧିରେ ବୃଦ୍ଧିପାଇବାରେ ଲାଗିଛି । ଦୂଷିତ ଜଳ ପାଇଁ ଯାଜପୁର ଜିଲ୍ଲାର ଅଧିକାଂଶ ଲୋକେ ଡ଼ାଇରିଆରେ ସଂକ୍ରମିତ ହେଉଥିବା କୁହାଯାଉଛି । ହସ୍ପିଟାଲରେ ଆହତଙ୍କର ଚିକିତ୍ସା ଚାଲିଥିବା ବେଳେ ଅନେକଙ୍କର ମୃତ୍ୟୁ ଘଟିଛି  ଯାଜପୁର ଜିଲ୍ଲାରେ ପାଖାପାଖି ଆକ୍ରନ୍ତଙ୍କ ସଂଖ୍ୟା ୬୦୦ରୁ ହୋଇଥିବା ବେଳେ ମୃତକଙ୍କ ସଂଖ୍ୟା ୬କୁ ଛୁଇଁଥିବା ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ