ଗଞ୍ଜାମରେ ଡାଇରିଆ ଆତଙ୍କ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ରେ ଏବେ ଡାଇରିଆ ଆତଙ୍କ। ଗଞ୍ଜାମ ଜିଲ୍ଲାର ପୁଡାମରି ଅଞ୍ଚଳରେ ଝାଡ଼ା ବାନ୍ତି ଆକ୍ରାନ୍ତରେ ଜଣେ ମୃତ୍ୟୁ ବରଣ କରିଥିବା ବେଳେ ଦୁଇ ଦିନ ହେବ ଦିଗପହଣ୍ଡି ବ୍ଲକ ଏସ.ଟିକରପଡା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମରେ ଦୁଇ ଦିନ ହେଲା ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ୨ ଜଣଙ୍କ ମୃତ୍ୟୁ ହୋଇଛି।

ଏହା ସହ ଅନେକ ଆକ୍ରାନ୍ତ ହୋଇ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିବାବେଳେ ଗୁରୁତରଙ୍କୁ ବ୍ରହ୍ମପୁର ଏମକେସିଜିକୁ ପଠାଇ ଦିଆଯାଇଛି। କେଉଁ କାରଣରୁ ଆକ୍ରାନ୍ତଙ୍କ ସଂଖ୍ୟା ବଢୁୁଛି ତାହା ସ୍ପଷ୍ଟ ହୋଇନଥିବା ବେଳେ ଦୂଷିତ ପାଣି କାରଣରୁ ହଇଜା ବ୍ୟାପିଥିବା ନେଇ ସାଧାରଣରେ ସନ୍ଦହେ ବଢୁଛି ।ଖବର ପାଇଁ ସ୍ବାସ୍ଥ୍ୟ ବିଭାଗର ଅଧିକାରୀ ଗାଁରେ ପହଞ୍ଚି ଅନୁଧ୍ୟାନ କରୁଥିବା ବେଳେ ସ୍ଥାନୀୟ ବିଧାୟକ ସିଦ୍ଧାନ୍ତ ମହାପାତ୍ର ଗ୍ରାମରେ ପହଞ୍ଚି ଲୋକଙ୍କ ଅବସ୍ଥା ପଚାରି ବୁଝିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ