Masthead

ପୁଣି ଯୁବତୀଙ୍କ ମଥାରେ ସିନ୍ଦୂର ଦେବେ ଦିବ୍ୟଶଙ୍କର

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): ବଲାଙ୍ଗିର ଜିଲ୍ଲାପାଳ ଓ ସମ୍ବଲପୁର ଜିଲ୍ଲାପାଳଙ୍କ ରିଙ୍ଗ ସେରିମୋନି ପରେ ପୂର୍ବତନ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ଦ୍ୱିତୀୟ ବିବାହକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଗଲାଣି । କ୍ୟାପଟେନ ଦିବ୍ୟଶଙ୍କର ନିଜ ନିର୍ବାଚନମଣ୍ଡଳୀ ଜୁନାଗଡ଼ର ଗୋଲାମୁଣ୍ଡା ବ୍ଲକ ଦେକୋଟା ଗାଁର ଜଣେ ଯୁବତୀଙ୍କୁ ବିବାହ କରିବାକୁ ଯାଉଛନ୍ତି । ଆସନ୍ତା ଫେବୃଆରୀ ଶେଷ ‌ସପ୍ତାହରେ ପୁରୀରେ ବିବାହ ଉତ୍ସବ ଆୟୋଜିତ ହୋଇପାରେ । ‌ ମମିତା ମେହେର ହତ୍ୟା ପ୍ରସଙ୍ଗ ହେଉ କିମ୍ବା ଅର୍ଚ୍ଚନା ନାଗଙ୍କ ଲିଙ୍କକୁ ନେଇ ଚର୍ଚ୍ଚାରେ ଥିବା କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ପୁଣି ବିବାହ କରିବାକୁ ଯାଉଥିବାରୁ ସୋସିଆଲ ମିଡ଼ିଆରେ ଏବେ ଜବରଦସ୍ତ ଭାଇରାଲ ହେବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା