Masthead

ମୁଁ ଏପର୍ଯ୍ୟନ୍ତ ଅବସର ଘୋଷଣା କରି ନାହିଁ: ମ୍ୟାରି କମ୍‌

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବକ୍ସିଂରୁ ଅବସର ନେଇଥିବା ଚର୍ଚ୍ଚାକୁ ଖଣ୍ଡନ କଲେ ମ୍ୟାରିକମ୍‌ । ଅବସର ଘୋଷଣା କରି ନାହିଁ । ମୋ କଥାକୁ ଭୁଲ ତର୍ଜମା ହୋଇଛି । ଅବସର ନିଷ୍ପତ୍ତି ନେଲେ ମିଡିଆ ସାମ୍ନାକୁ ଆସି ଘୋଷଣା କରିବି। ୨୪ରେ ଦିବ୍ରୁଗଡ଼ରେ ଏକ ସ୍କୁଲ ଉତ୍ସବରେ କିଛି ପରାମର୍ଶ ଦେଇଥିଲି । ଆହୁରି ପାଇବାକୁ ଅଛି, ଅଲିମ୍ପିକ୍ସ ବୟସ କଟକଣା ବାଧକ କହିଥିଲି। ମୁଁ ଫିଟନେସ୍‌କୁ ଗୁରୁତ୍ବ ଦେଉଛି । ଅବସର ନେଲେ ସମସ୍ତଙ୍କୁ ଜଣାଇବି ବୋଲି କହିଛନ୍ତି ମ୍ୟାରି କମ୍‌ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ