ମୁଁ ଏପର୍ଯ୍ୟନ୍ତ ଅବସର ଘୋଷଣା କରି ନାହିଁ: ମ୍ୟାରି କମ୍‌

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବକ୍ସିଂରୁ ଅବସର ନେଇଥିବା ଚର୍ଚ୍ଚାକୁ ଖଣ୍ଡନ କଲେ ମ୍ୟାରିକମ୍‌ । ଅବସର ଘୋଷଣା କରି ନାହିଁ । ମୋ କଥାକୁ ଭୁଲ ତର୍ଜମା ହୋଇଛି । ଅବସର ନିଷ୍ପତ୍ତି ନେଲେ ମିଡିଆ ସାମ୍ନାକୁ ଆସି ଘୋଷଣା କରିବି। ୨୪ରେ ଦିବ୍ରୁଗଡ଼ରେ ଏକ ସ୍କୁଲ ଉତ୍ସବରେ କିଛି ପରାମର୍ଶ ଦେଇଥିଲି । ଆହୁରି ପାଇବାକୁ ଅଛି, ଅଲିମ୍ପିକ୍ସ ବୟସ କଟକଣା ବାଧକ କହିଥିଲି। ମୁଁ ଫିଟନେସ୍‌କୁ ଗୁରୁତ୍ବ ଦେଉଛି । ଅବସର ନେଲେ ସମସ୍ତଙ୍କୁ ଜଣାଇବି ବୋଲି କହିଛନ୍ତି ମ୍ୟାରି କମ୍‌ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ