Masthead

ନନ୍ଦିଗ୍ରାମ-ଭବନୀପୁରରୁ ଲଢିବେ ଦିଦି

କୋଲକାତା (ବଡ଼ ଖବର): ଚଳିତ ବର୍ଷ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଯୁଦ୍ଧ ଆକର୍ଷଣୀୟ ହୋଇଛି । ଆଜି କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀ ଘୋଷଣା କରିଛନ୍ତି ସେ ନନ୍ଦିଗ୍ରାମରୁ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ । ମମତା ନନ୍ଦିଗ୍ରାମ ସହ ତାଙ୍କର ପୁରୁଣା ଆସନ ଭବାନୀପୁରରୁ ମଇଦାନକୁ ଓହ୍ଲାଇବେ । ଏହି ଘୋଷଣା ପରେ ବର୍ତ୍ତମାନ ବେଙ୍ଗଲର ସ୍ଥିତି ଆହୁରି ସଙ୍ଗୀନ ହୋଇପଡିଛି । ନିକଟରେ ବିଜେପିର ହାତ ଧରିଥିବା ପୂର୍ବତନ ମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ରାଜନୈତିକ ରଣକ୍ଷେତ୍ର ନନ୍ଦିଗ୍ରାମରେ ତାଙ୍କର ବେଶ୍ ଦବ୍ଦବା ରହିଛି । ମମତା ବାନାର୍ଜୀ କହିଛନ୍ତି ଭବାନୀପୁର ଆସନକୁ ମଧ୍ୟ ନଜରଅନ୍ଦାଜ କରିହେବ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି