Masthead

ଦିଦିଙ୍କ ଅଫିସରେ ଲାଗିଲା ନିଆଁ

କୋଲକାତା(ବଡ଼ ଖବର ବ୍ୟୁରୋ):   ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକରୀ ଅଫିସରେ ହଠାତ ନିଆଁ ଲାଗିଯାଇଛି । ବେଙ୍ଗଲ ସଚିବାଳୟର ୧୪ତମ ମହଲାରେ ଥିବା ଦିଦିଙ୍କ ଅଫିସରେ ଅଗ୍ନିକାଣ୍ଡ ଘଟିଥିବା ଖବର ମିଳିଛି । ପରେ ତୁରନ୍ତ ଅଗ୍ନିଶମ ବାହିନୀ ଓ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗକୁ ଖବର ଦେଇଥିଲେ । ଅଗ୍ନିଶମ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ।

ଦୁର୍ଗାପୂଜା ଯୋଗୁ ରାଜ୍ୟ ସଚିବାଳୟ ବନ୍ଦ ରହିଛି । ଅଗ୍ନିକାଣ୍ଡ ବେଳେ କୌଣସି କର୍ମଚାରୀ ଏହା ମଧ୍ୟରେ ନଥିବା ଜଣାପଡିଛି । ତେଣୁ ଘଟଣାରେ କେହିବି ମୃତାହତ ହୋଇନାହାଁନ୍ତି । ସେପଟେ ଅଗ୍ନିକାଣ୍ଡ ଯୋଗୁ ଅଫିସରେ ଥିବା ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ନଷ୍ଟ ହୋଇଛି କି ନାହିଁ, ସେ ନେଇ କିଛି ସୂଚନା ମିଳିନି । ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ କ୍ଷୟକ୍ଷତିର ଆକଳନ କରାଯାଉଛି । ରିପୋର୍ଟ ଲେଖା ହେବା ବେଳକୁ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି