Masthead

ଦିଗପହଣ୍ଡି ବିଜେପିରେ ଗୋଷ୍ଠୀ କନ୍ଦଳ, ଦୁଇ ନେତା କରିଛନ୍ତି ୨ ସମାବେଶ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ଦିଗପହଣ୍ଡି ବିଜେପିରେ ଗୋଷ୍ଠୀ କନ୍ଦଳ । ଦୁଇ ନେତା କରିଛନ୍ତି ୨ ସମାବେଶ । ପଞ୍ଚାୟତ ନିର୍ବାଚନ ପରେ ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀରେ ବିଜେଡି ଦୁଇ ଗୋଷ୍ଠୀକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଚାଲିଥିବା ବେଳେ ଏବେ ବିଜେପିରେ ଗୋଷ୍ଠୀ କନ୍ଦଳ ସାମ୍ନାକୁ ଆସିଛି । ବର୍ଷାର ଅଭାବ ଏବଂ ଜଳସେଚନ ଅବ୍ୟବସ୍ଥା ପାଇଁ ମରୁଡ଼ି ଦେଖାଦେଇଛି । ଏହାକୁ ନେଇ ଆଜି ଦିଗପହଣ୍ଡି ବ୍ଲକ ସମ୍ମୁଖରେ ରାଜ୍ୟ କୃଷକ ସାମୁଖ୍ୟର ରାଜ୍ୟ ସଂଯୋଜକ ଉତ୍ତମ ପାଣିଗ୍ରାହୀ ଚାଷୀମାନଙ୍କୁ ନେଇ ଏକ ସମାବେଶ କରିଥିଲେ । ଏହାକୁ କାଉଣ୍ଟର କରି ଜିଲ୍ଲା କୃଷକ ମୋର୍ଚ୍ଚାର ସଭାପତି ମହନ୍ତ ଚିନ୍ମୟାନନ୍ଦ କିଛି ଚାଷୀ ଓ ନିଜ ସମର୍ଥକ କୁ ନେଇ ଅଲଗା ଏକ ସମାବେଶ କରିଥିଲେ ଯାହା ବିଜେପିର ଗୋଷ୍ଟିକନ୍ଦଳ ପଦାରେ ପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ