Masthead

ଡିସେମ୍ବରରେ ଆସିପାରେ ଡିଜିଟାଲ କରେନ୍ସି

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଆସନ୍ତା ଡିସେମ୍ବର ସୁଦ୍ଧା ଭାରତୀୟ ରିଜର୍ଭ ବ୍ୟାଙ୍କ ଲଞ୍ଚ କରିବ ପ୍ରଥମ ଡିଜିଟାଲ କରେନ୍ସି । ଏନେଇ ପ୍ରସ୍ତୁତି ଆରମ୍ଭ ହୋଇ ସାରିଛି । ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ସିଏନବିସିକୁ ସାକ୍ଷାତକାର ଦେଇ କହିଛନ୍ତି, ପ୍ରଥମ ସେଣ୍ଟ୍ରାଲ ବ୍ୟାଙ୍କ ଡିଜିଟାଲ କରେନ୍ସି ପର୍ଯ୍ୟାୟକ୍ରମେ ଲଞ୍ଚ କରିବା ବ୍ୟବସ୍ଥା ହେଉଛି । ଏ କ୍ଷେତ୍ରରେ ପର୍ଯ୍ୟାପ୍ତ ସାବଧାନତା ଅବଲମ୍ବନ କରାଯିବ । କେବଳ ରିଜର୍ଭ ବ୍ୟାଙ୍କ ନୁହେଁ ସାରା ପୃଥିବୀ ପାଇଁ ଏହା ଏକ ନୂଆ ପ୍ରଡକ୍ଟ ।

ଡିସେମ୍ବର ପୂର୍ବରୁ ସିବିଡିସିର ପ୍ରଥମ ଟ୍ରାଏଲ କରାଯିବ । ତେବେ ଚୀନ, ଜାପାନ ଓ ସ୍ୱିଡେନ ଆଦି ଦେଶରେ ଡିଜିଯାଲ କରେନ୍ସି ଆରମ୍ଭ କରାଯାଇଛି । ଏବେ ୟୁକେ, ଆମେରିକା ମଧ୍ୟ ଏଦିଗରେ ଚିନ୍ତା କରୁଛନ୍ତି । ଭବିଷ୍ରତରେ ଡିଜିଟାଲ ମୁଦ୍ରାର ବହୁଳ ପ୍ରଚଳନ ହେବାର ସମ୍ଭାବନା ତିବାରୁ ଆରବିଆଇ ମଧ୍ୟ ଏଦିଗରେ ତତ୍ପର ହୋଇପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା