Masthead

ରାଜଧାନୀରେ ଡିଜିଟାଲ ଡୋର ନମ୍ବରିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜଧାନୀର ସମସ୍ତ ଘର ପାଇଁ ମିଳିବ ସ୍ୱତନ୍ତ୍ର ନମ୍ବର । ଘର ନମ୍ବରରୁ ମିଳିବ ସମସ୍ତ ତଥ୍ୟ । ଲୋକଙ୍କ ଠିକଣାକୁ ନେଇ ଆଉ ରହିବନି କୌଣସି ଅସୁବିଧା । ରାଜଧାନୀବାସୀଙ୍କୁ ସ୍ମାର୍ଟ ଆଡ୍ରେସ ଦେବାକୁ ପ୍ରକ୍ରିୟା ଆରମ୍ଭ କରିଛି ବିଏମ୍‌ସି । ଏଥିପାଇଁ ଗତକାଲିଠାରୁ ପରୀକ୍ଷାମୂଳକ ଭାବେ ଡିଜିଟାଲ୍‌ ଡୋର୍‌ ନମ୍ବରିଂ ସର୍ଭେ କାମ ଆରମ୍ଭ ହୋଇଛି ।

ସାଧାରଣତଃ ଘର ଠିକଣା ଲେଖିଲାବେଳେ ଲେନ୍ ନମ୍ବର, ଲ୍ୟାଣ୍ଡ ମାର୍କ, ପ୍ଲଟ୍ ନମ୍ବର ଲେଖିବାକୁ ପଡ଼ିଥାଏ । କିନ୍ତୁ ଏହି ବ୍ୟବସ୍ଥା ହେବା ପରେ କେବଳ ଅଞ୍ଚଳର କୋଡ୍, ଘର ନମ୍ବର ଏବଂ ଷ୍ଟ୍ରିଟ୍ ନମ୍ବର ଲେଖା ରହିବ । ବିଏମ୍‌ସି ପକ୍ଷରୁ ଏଥିପାଇଁ ଦିଆଯିବାକୁ ଥିବା କାର୍ଡରେ ବାରକୋଡ୍ ମଧ୍ୟ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା