Masthead

ରାଜଧାନୀରେ ଡିଜିଟାଲ ଡୋର ନମ୍ବରିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜଧାନୀର ସମସ୍ତ ଘର ପାଇଁ ମିଳିବ ସ୍ୱତନ୍ତ୍ର ନମ୍ବର । ଘର ନମ୍ବରରୁ ମିଳିବ ସମସ୍ତ ତଥ୍ୟ । ଲୋକଙ୍କ ଠିକଣାକୁ ନେଇ ଆଉ ରହିବନି କୌଣସି ଅସୁବିଧା । ରାଜଧାନୀବାସୀଙ୍କୁ ସ୍ମାର୍ଟ ଆଡ୍ରେସ ଦେବାକୁ ପ୍ରକ୍ରିୟା ଆରମ୍ଭ କରିଛି ବିଏମ୍‌ସି । ଏଥିପାଇଁ ଗତକାଲିଠାରୁ ପରୀକ୍ଷାମୂଳକ ଭାବେ ଡିଜିଟାଲ୍‌ ଡୋର୍‌ ନମ୍ବରିଂ ସର୍ଭେ କାମ ଆରମ୍ଭ ହୋଇଛି ।

ସାଧାରଣତଃ ଘର ଠିକଣା ଲେଖିଲାବେଳେ ଲେନ୍ ନମ୍ବର, ଲ୍ୟାଣ୍ଡ ମାର୍କ, ପ୍ଲଟ୍ ନମ୍ବର ଲେଖିବାକୁ ପଡ଼ିଥାଏ । କିନ୍ତୁ ଏହି ବ୍ୟବସ୍ଥା ହେବା ପରେ କେବଳ ଅଞ୍ଚଳର କୋଡ୍, ଘର ନମ୍ବର ଏବଂ ଷ୍ଟ୍ରିଟ୍ ନମ୍ବର ଲେଖା ରହିବ । ବିଏମ୍‌ସି ପକ୍ଷରୁ ଏଥିପାଇଁ ଦିଆଯିବାକୁ ଥିବା କାର୍ଡରେ ବାରକୋଡ୍ ମଧ୍ୟ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା