Masthead

‘ରାଉରକେଲାରୁ ଦିଲ୍ଲୀପ ପ୍ରାର୍ଥୀ ହେବା ନିଶ୍ଚିତ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଉରକେଲା ଆସନ ପାଇଁ ବିଜେପି ପ୍ରାର୍ଥୀ ହେବେ ଦିଲ୍ଲୀପ ରାୟ । ଦିଲ୍ଲୀପଙ୍କ ପାର୍ଥିତ୍ୱ ଚୂଡ଼ାନ୍ତ କହିଲେ ଜୁଏଲ ଓରାମ । ଦିଲ୍ଲୀପଙ୍କ କୋର୍ଟ ମାମଲାକୁ ଅପେକ୍ଷା କରାଯାଇଥିଲା । ମାମଲା କ୍ଲିୟର ହେବାପରେ ତାଙ୍କ ଟିକେଟ ଘୋଷଣା ହେବ । କାଲି ଭିତରେ ଦିଲ୍ଲୀପଙ୍କ ଟିକେଟ ଘୋଷଣା ହେବ କହିଲେ ଜୁଏଲ । ରାଉରକେଲାରୁ ଦିଲ୍ଲୀପ ପ୍ରାର୍ଥୀ ହେବା ନିଶ୍ଚିତ । କେବଳ ଘୋଷଣା ବାକି ରହିଛି । ତେଣୁ ସେ ବିଦ୍ଧିବଧ ଭାବେ ବିଜେପିରେ ସାମିଲ ହେବା ପରେ ଦଳ ତାଙ୍କୁ ପ୍ରାର୍ଥୀ କରିବ ।

ତଳସରା ନିର୍ବାଚନମଣ୍ଡଳିର ସବଡେଗାରେ ନିର୍ବାଚନୀ ପ୍ରଚାର ବେଳେ ଏହି ସୂଚନା ଦେଇଛନ୍ତି ସାଂସଦ ପ୍ରାର୍ଥୀ ଜୁଏଲ ଓରାମ । ତେବେ ୨୦୧୮ରେ ବିଜେପି ଛାଡ଼ିଥିଲେ ଦିଲ୍ଲୀପ ରାୟ । ଏହି ସମୟରେ ସେ ବିଜେପିର ରାଉରକେଲା ବିଧାୟକ ଥିଲେ । ୧୯୯୯ ମସିହାରେ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଥିଲେ ଦିଲ୍ଲୀପ ରାୟ । ଏହି ସମୟରେ କୋଇଲା ଦୁର୍ନୀତି ହୋଇଥିଲା । ପରେ ୨୦୨୦ରେ ଦୋଷୀ ସାବ୍ୟସ୍ତ ହୋଇଥିଲେ । ତେବେ ସେ କୋର୍ଟର ଦ୍ୱାରସ୍ଥ ହୋଇ ଦୋଷୀ ସାବ୍ୟସ୍ତ ହେବା ଉପରେ ରୋକ ଲଗାଇବା ସହ ନିର୍ବାଚନ ଲଢ଼ିବା ପାଇଁ ଅନୁମତି ପାଇବାରେ ସଫଳ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି