Masthead

ଝାରସୁଗୁଡ଼ା ଉପନିର୍ବାଚନ, ଦୀପାଲି ବିଜେଡି ପ୍ରାର୍ଥୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦୀପାଲି ଦାସ ହେଲେ ବିଜେଡି ପ୍ରାର୍ଥୀ । ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିଛି । ସ୍ୱର୍ଗତଃ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଝିଅ ଦୀପାଲି ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଛି । ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ପକ୍ଷରୁ ମଇଦାନକୁ ଓହ୍ଲାଇବେ ଦୀପାଲି ଦାସ । ମେ’ ୧୦ରେ ହେବ ଝାରସୁଗୁଡ଼ା ଉପନିର୍ବାଚନ । ସେପଟେ ଦୀପାଲି ଏକ ଫଟୋ ପୋଷ୍ଟ କରି ଲେଖିଛନ୍ତି ଆପଣମାନଙ୍କ ଆଶୀର୍ବାଦ ଓ ସହଯୋଗ କାମନା କରୁଛି । ତା ସହିତ ବାପାଙ୍କୁ ଝୁରୁଥିବା ମଧ୍ୟ ଲେଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ