Masthead

ଦୀପାଲି ଏ ମାଟିର ଝିଅ, ସେବା କରିବା ପାଇଁ ସୁଯୋଗ ଦିଅନ୍ତୁ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ):  ଝାରସୁଗୁଡା ସବୁବେଳେ ବିକାଶ ସାଥିରେ ରହିଛି । ବିଜୁ ଜନତା ଦଳ ମା ମାନଙ୍କ କଲ୍ୟାଣରେ ବିଶ୍ବାସ କରେ । ଶିଳ୍ପ କ୍ଷେତ୍ରରେ ଝାରସୁଗୁଡାର ସ୍ବତନ୍ତ୍ର ପରିଚୟ ରହିଛି । ଆପଣମାନଙ୍କ ସହଯୋଗ ଜାରି ରହିଲେ, ଝାରସୁଗୁଡା ଦେଶର ଏକ ନମ୍ବର ଶିଳ୍ପ ସମୃଦ୍ଧ ଜିଲ୍ଲା ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ନିର୍ବାଚନରେ ହାର ଜିତ୍‌ ରହିଛି । ତେଣୁ ନିର୍ବାଚନ ପ୍ରଚାର ସମୟରେ ଆମେ ସମସ୍ତେ ସଂଜମତା ରକ୍ଷା କରିବା ଜରୁରୀ । କାହାକୁ ଗାଳି ଦେବା, ଅସମ୍ମାନ କରିବା ଉଚିତ ନୁହେଁ । ପଦ୍ମପୁର ଉପ ନିର୍ବାଚନରେ ବିରୋଧୀ ଦଳ ବାପାଙ୍କୁ ହରାଇ ଥିବା ଗୋଟିଏ ଝିଅ ପ୍ରତି ଯେଭଳି ବ୍ୟବହାର କଲେ, ତାହା ସମସ୍ତେ ଜାଣନ୍ତି । ଦୁଃଖର କଥା, ଏଠାରେ ମଧ୍ୟ ସେମାନେ ଦୀପାଲିଙ୍କ ପ୍ରତି ସେହିଭଳି ବ୍ୟବହାର କରୁଛନ୍ତି । ଗାଳି ଦେଉଛନ୍ତି । ଦୀପାଲି ଝାରସୁଗୁଡ଼ା ମାଟିର ଝିଅ । ଏ ମାଟିର ସେବା କରିବା ପାଇଁ ସୁଯୋଗ ଦେବାକୁ ଝାରସୁଗୁଡ଼ାସାୀଙ୍କୁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା